TOP
0
0
三民出版.新書搶先報|最速、最優惠的新鮮貨報給你知!
Itara Kahani

Itara Kahani

商品資訊

定價
:NT$ 899 元
無庫存,下單後進貨(到貨天數約30-45天)
下單可得紅利積點:26 點
商品簡介
相關商品

商品簡介

କାହାଣୀଟିଏ ଖାଲି ଲେଖା ଯାଏନା - ପଢ଼ାଯାଏ, ବୁଝାଯାଏ, ପୁଣି ପଢ଼ାଯାଏ - ବହି ଖୋଜି ଖୋଜି କାହାଣୀ ପଢ଼ାଯାଏ । ଏହି ପାଠକତ୍ୱରୁ ପୁଣି ସୃଷ୍ଟି ହୁଏ ଅନନ୍ୟ କାହାଣୀ । ଏହିଭଳି କିଛି ବିଶ୍ୱ ସାହିତ୍ୟ ଏବଂ ଓଡ଼ିଆ ସାହିତ୍ୟ କାହାଣୀରେ ପରିପୁଷ୍ଟ ଶ୍ରୀ ଦେବଦାସ ଛୋଟରାୟ ଏବଂ ଶ୍ରୀ ପ୍ରସନ୍ନ କୁମାର ହୋତାଙ୍କ ଦ୍ଵାରା ସଂକଳିତ ଆମର ଏ "ଇତର କାହାଣୀ" ।


ବିଦ୍ରୋହକୁ କ୍ଷମତାପନ୍ନ ଶକ୍ତି ଏକ ଇତର ଭାବର ସଂଜ୍ଞା ଦିଏ । ତାରି ପ୍ରତ୍ୟୁତ୍ତରରେ ବିଶାଳ Subaltern Literatureର ସୃଷ୍ଟି । ପ୍ରେମ, ବିଶେଷକରି ଦୈହିକ ପ୍ରେମ, ସ୍ଥଳ ଓ କାଳ ବିଶେଷରେ ଯେଉଁ ବାତ୍ୟା-ଆମନ୍ତ୍ରଣକାରୀ ଲଘୁଚାପ ସୃଷ୍ଟିକରେ, ତାକୁ Valentine's Day ର ସଂଚାଳକ ମାନେ ଇତର ଭାବର ସଂଜ୍ଞା ଦେଇପାରନ୍ତି । ଆମର ସ୍ମୃତିରେ ରହିଛି ଉଚ୍ଚାଟନ ଆଉ ଆମ ଧୀଶକ୍ତିରେ ରହିଛି କୌତୁହଳ । ଏ ଦୁଇଟି ଯାକର ଆକସ୍ମିକ ମିଶ୍ରଣରେ ତିଆରି ହୁଏ ଇତର ମୁହୂର୍ତ୍ତ ମାନଙ୍କର ଅଲଂଘ୍ୟ ରସାୟନ ।

ହେଲେ ଇତର ଭାଷାରେ ଯେଉଁ ବ୍ୟାକରଣହୀନ, ନିରାଡ଼ମ୍ବର ଚାପଲ୍ୟ ଆଉ ଅନ୍ତରଙ୍ଗତା ରହିଛି, ତା King's Englishର ଦୂରକୁ ଠେଲିଦେଉଥିବା ସମ୍ଭ୍ରାନ୍ତପଣରେ ନାହିଁ ।


"ଇତର କାହାଣୀ" ମଣିଷ ମନର ନିଷିଦ୍ଧ ଅଞ୍ଚଳର ରସରଞ୍ଜିତ ଭରା କାରୁଣ୍ୟର କଥା ।


您曾經瀏覽過的商品

購物須知

外文書商品之書封,為出版社提供之樣本。實際出貨商品,以出版社所提供之現有版本為主。部份書籍,因出版社供應狀況特殊,匯率將依實際狀況做調整。

無庫存之商品,在您完成訂單程序之後,將以空運的方式為你下單調貨。為了縮短等待的時間,建議您將外文書與其他商品分開下單,以獲得最快的取貨速度,平均調貨時間為1~2個月。

為了保護您的權益,「三民網路書店」提供會員七日商品鑑賞期(收到商品為起始日)。

若要辦理退貨,請在商品鑑賞期內寄回,且商品必須是全新狀態與完整包裝(商品、附件、發票、隨貨贈品等)否則恕不接受退貨。

定價:100 899
無庫存,下單後進貨
(到貨天數約30-45天)

暢銷榜

客服中心

收藏

會員專區