TOP
0
0
三民出版.新書搶先報|最速、最優惠的新鮮貨報給你知!
Jadi Kintu Tathapi

Jadi Kintu Tathapi

商品資訊

定價
:NT$ 900 元
無庫存,下單後進貨(到貨天數約30-45天)
下單可得紅利積點:27 點
商品簡介
相關商品

商品簡介

ଯେତେବେଳେ ପୃଥିବୀରେ ମୋବାଇଲ ଫୋନ୍ ନଥିଲା, ଧୂସର ପୃଥିବୀ ତ ଧୂସର ଥିଲା, ସବୁଜ ଧରିତ୍ରୀ ମଧ୍ୟ ସବୁଜ ହିଁ ଥିଲା, ଆକାଶ ବି ଆଜି ପରି ରଙ୍ଗ ବଦଳାଉଥିଲା, ଋତୁ ମଧ୍ୟ ଠିକ୍ ଏମିତି ବଦଳୁଥିଲା, ଝରଣା କୁଳୁକୁଳୁ ହୋଇ ବହି ଚାଲିଥିଲା । ଶାନ୍ତ ସମୁଦ୍ର ଲୋକେ ଦେଖୁଛନ୍ତି ବୋଲି ନିଜ ବେଳାଭୂମିରେ ଅଶାନ୍ତ ହେବାର ଅଭିନୟକୁ ବି ବେଶ୍ ଜାରି ରଖିଥିଲା ।

ସବୁକିଛି ଆଜିପରି ଥିଲା । ଖାଲି ମୋବାଇଲ ଫୋନ୍ ନ ଥିଲା । ଏବଂ ଏ ଧରା, ଏ ଆକାଶ, ଏ ଋତୁ, ଏ ଝରଣା, ଏ ସମୁଦ୍ର ନିଜ ନିଜ ଜାଗାରେ ହଜାର ହଜାର ବର୍ଷ ଧରି ଅଚଳ ଥିଲେ, ଆଞ୍ଚଳିକ ଥିଲେ ଓ ଅନେକଟା ଦୂରସ୍ଥ ମଣିଷ ପାଇଁ ଅଜ୍ଞାତ ଥିଲେ ମଧ୍ୟ । କିନ୍ତୁ ମୋବାଇଲ ଫୋନ୍ ନିଜର ଧରାବତରଣ ପରେ ଏହି ଅଚଳ, ଆଞ୍ଚଳିକ ଓ ସମ୍ୟକ୍ ଅଜ୍ଞାତ ବାତାବରଣକୁ ନିଜର କାଉଁରୀ କାଠି ଛୁଆଇଁ ସଚଳ, ସର୍ବବିଦ୍ୟମାନ ଓ ବେଶ୍ ପରିଚିତ କେବଳ କଲାନାହିଁ, ଲୋକପ୍ରିୟ ମଧ୍ୟ କରିଦେଲା । ଦୁବାଇର ବିସ୍ତୃତ ମରୁଭୂମିରେ ଭୂମି ଖୋଳୁଥିବା ପାଇପ୍ ମିସ୍ତ୍ରୀଟି ଚେରାପୁଞ୍ଜିରେ ତା'ର କୁନି ଗେଲାଝିଅଟି ଘୋର ବର୍ଷାରେ ନାଚୁଥିବା ଦେଖି ଉଲ୍ଲସିତ ହେଲା, ନିଜ ପରିଶ୍ରମ ସାର୍ଥକ ହେବାର ଆନନ୍ଦରେ ବର୍ଷାର କୋମଳତାକୁ ଅନୁଭବ କରି ପ୍ରଚଣ୍ଡ ଉତ୍ତାପର ଦଣ୍ଡକୁ ଭୁଲିଗଲା । ଫ୍ରାନ୍ସର ମୂକ ବଧିର ମହିଳାଜଣକ ବାନ୍ଧବୀର ମୋବାଇଲରେ ଓଡ଼ିଶାର ମଙ୍ଗଳଜୋଡ଼ିରେ ପକ୍ଷୀମାନଙ୍କର ଅପୂର୍ବ ସମାବେଶକୁ ପ୍ରଥମଥର ପାଇଁ ଦେଖି, ନିଜେ ଆସି ମଙ୍ଗଳଜୋଡ଼ିରେ ପହଞ୍?#2842; ĝ

您曾經瀏覽過的商品

購物須知

外文書商品之書封,為出版社提供之樣本。實際出貨商品,以出版社所提供之現有版本為主。部份書籍,因出版社供應狀況特殊,匯率將依實際狀況做調整。

無庫存之商品,在您完成訂單程序之後,將以空運的方式為你下單調貨。為了縮短等待的時間,建議您將外文書與其他商品分開下單,以獲得最快的取貨速度,平均調貨時間為1~2個月。

為了保護您的權益,「三民網路書店」提供會員七日商品鑑賞期(收到商品為起始日)。

若要辦理退貨,請在商品鑑賞期內寄回,且商品必須是全新狀態與完整包裝(商品、附件、發票、隨貨贈品等)否則恕不接受退貨。

定價:100 900
無庫存,下單後進貨
(到貨天數約30-45天)

暢銷榜

客服中心

收藏

會員專區