TOP
0
0
倒數三天!簡體曬書節單本79折,5本7折
Hamsaduta
滿額折

Hamsaduta

商品資訊

定價
:NT$ 630 元
領券後再享89折起
無庫存,下單後進貨(到貨天數約30-45天)
可得紅利積點:18 點
相關商品
商品簡介

商品簡介

'ହଂସଦୂତ' ସଂସ୍କୃତ ସାହିତ୍ୟର ଗୋଟିଏ ପ୍ରତିଷ୍ଠିତ ଦୂତକାବ୍ୟ । ମହାକବି କାଳିଦାସଙ୍କର 'ମେଘଦୂତ'ର ଅନୁସରଣରେ ଦୂତକାବ୍ୟ ସୃଷ୍ଟି ହେବାର ପରମ୍ପରା ଆରମ୍ଭ ହୋଇଥିଲା । ବୈଷ୍ଣବ ଯୁଗର ସମସ୍ତ କାବ୍ୟ ଗଢ଼ିଉଠିଛି ରାଧାକୃଷ୍ଣଙ୍କ ପ୍ରେମର ଅଫୁରନ୍ତ ଲୀଳା ରହସ୍ୟକୁ ଅବଲମ୍ବନ କରି; ତାହା ବୋଲି ବୈଷ୍ଣବ ପ୍ରେମକାବ୍ୟ ଖାଲି ବୈକୁଣ୍ଠର ସଂପଦ ନୁହେଁ । ପାର୍?#2853;ବ ଜୀବନର ଦୈନନ୍ଦିନ ଗତିପଥରେ ନରନାରୀଙ୍କର ହୃଦୟରେ ଯେଉଁ ଚିରନ୍ତନ ପ୍ରେମର ଘାତପ୍ରତିଘାତ ଚାଲିଛି, ତା'ର ଅନ୍ତରରେ ନିଗୂଢ଼ ସତ୍ୟ ରୂପାୟିତ ହୋଇଛି ଦେବତାଙ୍କ ଉଦ୍ଦେଶ୍ୟରେ ଗୁନ୍ଥା ସେହି ପ୍ରେମର ପୁଷ୍ପ-ମାଳାରେ । ଦେବତାଙ୍କ ଉଦ୍ଦେଶ୍ୟରେ ରଚିତ ପ୍ରେମ-କାବ୍ୟର ସେହି ଖଣିରେ ଲୁଚି ରହିଛି ମଣିଷ ପ୍ରାଣର କଥା ।

ରୂପ ଗୋସ୍ୱାମୀଙ୍କର 'ହଂସଦୂତ' ସେହି ପ୍ରେମକାବ୍ୟର ଗୋଟିଏ ଶ୍ରେଷ୍ଠ ନିଦର୍ଶନ । ଉଲ୍ଲିଖିତ ଦୂତକାବ୍ୟଗୁଡ଼ିକ ମଧ୍ୟରେ 'ହଂସଦୂତ' ବେଶ୍ ସୁନାମ ଅର୍ଜନ କରିଛି । 'ହଂସଦୂତ'ର ରଚନାକାର ରୂପଗୋସ୍ୱାମୀ ଚୈତନ୍ୟ ମହାପ୍ରଭୁଙ୍କର ପରମ ଅନୁଯାୟୀ ସନାତନ ଗୋସ୍ୱାମୀଙ୍କର ଅନୁଜ । ଗୌଡ଼ୀୟ ବୈଷ୍ଣବ ସଂପ୍ରଦାୟର ଷଡ଼ ଗୋସ୍ୱାମୀମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ରୂପ ଗୋସ୍ୱାମୀ ।

您曾經瀏覽過的商品

購物須知

外文書商品之書封,為出版社提供之樣本。實際出貨商品,以出版社所提供之現有版本為主。部份書籍,因出版社供應狀況特殊,匯率將依實際狀況做調整。

無庫存之商品,在您完成訂單程序之後,將以空運的方式為你下單調貨。為了縮短等待的時間,建議您將外文書與其他商品分開下單,以獲得最快的取貨速度,平均調貨時間為1~2個月。

為了保護您的權益,「三民網路書店」提供會員七日商品鑑賞期(收到商品為起始日)。

若要辦理退貨,請在商品鑑賞期內寄回,且商品必須是全新狀態與完整包裝(商品、附件、發票、隨貨贈品等)否則恕不接受退貨。

定價:100 630
無庫存,下單後進貨
(到貨天數約30-45天)

暢銷榜

客服中心

收藏

會員專區